ଭୁବନେଶ୍ୱର -ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ ତରଫରୁ ଟୁଇଟ କରି ସୂଚନା ଦିଆଯାଇଛି।
ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୭
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_bwPi on ସୋନପୁରରେ ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
- Williamdrods on ଆଜିର ରାଶିଫଳ
- ShawnNib on ନିଖୋକ ପରେ ପାହଡ ତଳୁ ମିଳିଲା ନାବାଳିକାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ଏହା ଅସ୍ପଷ୍ଟ !
- melbet_nhsr on ନିୟମ ଭାଙ୍ଗିଲେ ପୋଲିସ ବାବୁ । ପରିବାର ସହ ଶ୍ରୀମନ୍ଦିରରେ କଲେ ପ୍ରବେଶ
- Jasonjed on ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା
