ଭୁବନେଶ୍ୱର – ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି। ସେଥିରୁ ୪ ଜଣ ଜଗତସିଂହପୁର ହୋଇଥିବାବେଳେ ଜଣେ କେନ୍ଦ୍ରାପଡ଼ା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
ରାଜ୍ୟରେ ଆଉ ୫ ପଜିଟିଭ୍, ଆକ୍ରାନ୍ତ ସଂଖ୍ୟା ୧୮୫ରେ ପହଞ୍ଚିଲା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- CharlesDrold on ଆସିକା ଛତ୍ରପୁର ଅଂଚଳରେ ଚାଂଚଲ୍ୟ; ବ୍ୟାଙ୍କ କ୍ୟାସିୟରଙ୍କୁ ପିଟିପିଟି ହତ୍ୟା ଅଭିଯୋଗ !
- CharlesDrold on ଆଜିର ରାଶିଫଳ
- CharlesDrold on ବାପାଙ୍କ ଶବ କାନ୍ଧେଇଲେ ଦୁଇ ଝିଅ
- CharlesDrold on ଛଅବର୍ଷ ବୟସରେ ହୋଇଥିଲା ବାଲ୍ୟ ବିବାହ, ୧୨ବର୍ଷ ପରେ ଏଥିରୁ ମୁକୁଳି ପାରିଲେ ଯୁବତୀ
- CharlesDrold on ଲୁଟେରାଙ୍କ ଟାର୍ଗେଟରେ ଆମ୍ବୁଲାନ୍ସ !
