ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ, କରୋନାରୁ ସୁସ୍ଥଙ୍କ ସଂଖ୍ୟା ୬୩କୁ ବୃଦ୍ଧି
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Arthurdrige on ଚୋରା ସାଜିଥିଲା କୋଟିପତି
- EthanMow on ରାମ ମନ୍ଦିର ମାମଲା : ଅଯୋଧ୍ୟ୍ୟାରେ ଉଦ୍ଧବ ଠାକରେ
- RolandoVor on କାମ କରିବାକୁ ଯାଇ ଝିଅ ତାମିଲନାଡ଼ୁରେ ନିଖୋଜ; ଗୁହାରୀ ପରେ ମଧ୍ୟ ଶୁଣୁନି ସରକାର !
- Williamror on ସୁସ୍ଥ ହେଲେ ମହାପ୍ରଭୁ : ପିନ୍ଧିଲେ ରକ୍ତବସ୍ତ୍ର, ଲାଗି ହେଲା ଦଶମୂଳ
- Brendonprize on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
