ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସଂନ୍ଧ୍ୟାରେ ପୁଣି ୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବା ବେଳେ ଖୋର୍ଦ୍ଧା ଜିଲାର ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଆଉ ୨୫ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି

You Might Also Like
Leave a Comment
Leave a Comment
- Advertisement -