ଭୁବନେଶ୍ୱର: ଆଗାମୀ ଫେବୃଆରୀ ୧୦ ତାରିଖ ( ସୋମବାର) ରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି।
ଫେବୃଆରୀ ୧୦ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

You Might Also Like
- Advertisement -
Comment