ଭୁବନେଶ୍ୱର : ରାଜ୍ୟରେ ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ । ଯାଜପୁର,ମୟୁରଭଞ୍ଜ ଏବଂ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଓଡିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି ବୋଲି ଟ୍ବିଟ କରି ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ। ଏହି ଭଳି ବଢୁଥିବା ଆକ୍ରାନ୍ତଙ୍କ ସଂଖ୍ୟା ଦେଖି ଲାଗୁଛି ଆଜି ହିଁ ଓଡିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦ ପାର କରିଦେବ । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ସଂକ୍ରମିତ ୩୦୬, ସୁସ୍ଥ ୮୫ ଓ ମୃତ ୩ ଜଣ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି ।
ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ପହଞ୍ଚିଲା ୩୯୪ରେ

You Might Also Like
- Advertisement -
Comment