ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋପାଳପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ଡୁରା ଛକ ନିକଟ ବିଲୁ ଢ଼ାବା ସମ୍ମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକଅପ ସହ ଦୁଇ ସ୍କୁଟି ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଗୋପାଳପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି।
ପିକଅପ ସହ ଦୁଇ ସ୍କୁଟି ଧକ୍କା, ଜଣେ ମୃତ ଦୁଇ ଗୁରୁତର

You Might Also Like
- Advertisement -
Comment