ବଜ୍ରପାତରେ ଶମ ଶ୍ରେଣୀ ଛାତ୍ରର ପ୍ରାଣହାନୀ

Odisha Hot News
0 Min Read

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ନାରାୟଣ ପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମର ରାଜେଶ୍ ଗୌଡ ନାମକ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି। ରାଜେଶ ବୋମକେଇରୁ ଫେରୁଥିବା ବେଳେ ବାଟରେ ବଜ୍ରପାତ ମାଡ଼ରେ ସଜ୍ଞାହୀନ ହୋଇ ପଡ଼ିଯାଇଥିଲେ ଓ ପରବର୍ତ୍ତୀ ସମୟରେ ତାଙ୍କର ମୃତ୍ୟୁ ଘଟିଛି।

Share This Article