ବିଭିନ୍ନ ଯୋଜନାର ସଫଳ କାର୍ଯ୍ୟନ୍ୱୟନ ସଂପର୍କରେ କେନ୍ଦ୍ରମନ୍ତ୍ରୀ ମନୋହରଲାଲ୍ ଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Odisha Hot News
0 Min Read

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ରାଜ୍ୟ ଅତିଥି ଭବନଠାରେ କେନ୍ଦ୍ର ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହରଲାଲ୍ ଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସଫଳ କାର୍ଯ୍ୟନ୍ୱୟନ ସଂପର୍କରେ ଉଭୟ ଆଲୋଚନା କରିଛନ୍ତି।

Share This Article