ସିଲ୍‌ ହେଲା ଭୁବନେଶ୍ୱର ବାପୁଜୀ ନଗର ମାର୍କେଟ୍

Odisha Hot News
0 Min Read

ଭୁବନେଶ୍ୱର: ସିଲ୍‌ ହେଲା ଭୁବନେଶ୍ୱର ବାପୁଜୀ ନଗର ମାର୍କେଟ। ଦୋକାନୀମାନେ ନିୟମ ଖିଲାପ କରିଥିବା ଅଭିଯୋଗରେ ମାର୍କେଟକୁ BMC ପକ୍ଷରୁ ସିଲ୍‌ କରାଯାଇଛି। ରାଜଧାନୀ ରେଡ୍‌ ଜୋନ୍‌ରେ ଥିବା ସତ୍ତ୍ୱେ ଦୋକାନୀମାନେ ସଚେତନ ନହୋଇ ନିୟମ ଉଲଂଘନ କରିଥିବା ଅଭିଯୋଗ ହୋଇଛି। ବାପୁଜୀନଗର ମାର୍କେଟ ସିଲ୍‌ କରାଯାଇଥିବା BMC ପକ୍ଷରୁ ସୂଚନା ଦିଆଯାଇଛି।

 

Share This Article