ଭୁବନେଶ୍ୱର : ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୧୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର

You Might Also Like
- Advertisement -
Comment