ଓଡିଆ ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉନମୋଚିତ ହେଲା ଶ୍ରୀମନ୍ଦିର କ୍ୟାଲେଣ୍ଡର

Odisha Hot News
1 Min Read

ପୁରୀ: ଓଡ଼ିଆ ନବ ବର୍ଷ ଅବସରରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଆଜି ଉନମୋଚିତ ହୋଇଛି ଓଡିଆ କ୍ୟାଲେଣ୍ଡର।  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଯୋଗଦେଇ ଏହାକୁ ଉନମୋଚନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ‌ ଡ଼ଃ ଅରବିନ୍ଦ ପାଢ଼ୀ, ପୁରୀ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ପୁରୀ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବିନୀତ୍ ଅଗ୍ରୱାଲ, ଶ୍ରୀମନ୍ଦିର ପ୍ରଶାସନ, ବରିଷ୍ଠ ସେବାୟତ ପ୍ରମୁଖ ଉପସ୍ଥିତ ଥିଲେ।

Share This Article