ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା

Odisha Hot News
0 Min Read

ପୁରୀ :  ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ହେଲେ ଏଥର ଭଉଁରି ଯାତରେ ୨୧ ଘେରା ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେନି ଠାକୁର। ଶ୍ରୀମନ୍ଦିର ଭିତରେ ହିଁ ଭଉଁରି ହେବ। ଲକ୍‌ଡାଉନ କଟକଣା ପାଇଁ କେବଳ ବିଧି ରକ୍ଷା କରାଯିବ।

Share This Article