ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ବାଇପାସ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟୁ ବିଏମଡବ୍ଲୁ କାର ଧକ୍କା ଦେବାରୁ ୨ ଜଣକର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ମଧ୍ୟ ସେମାନଙ୍କ ପରିଚୟ ଜଣାପଡି ନାହିଁ। କାରର ନଂ (ଏଚ ଆର ୨୬ ସି ବି ୫୩୮୪) ହରିୟାଣା ରାଜ୍ୟର ନମ୍ବର ବୋଲି ଜଣାପଡିଛି। ସେହିପରି ହାଇୱା ନଂ (ଓଡ଼ି ୧୮ ଜି ୪୯୩୨) ରହିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ସୁଦ୍ଧା ମଧ୍ୟ ସେମାନଙ୍କ ପରିଚୟ ଜଣାପଡି ନାହିଁ। କାରର ନଂ (ଏଚ ଆର ୨୬ ସି ବି ୫୩୮୪) ହରିୟାଣା ରାଜ୍ୟର ନମ୍ବର ବୋଲି ଜଣାପଡିଛି। ସେହିପରି ହାଇୱା ନଂ (ଓଡ଼ି ୧୮ ଜି ୪୯୩୨) ରହିଥିବା ଦେଖିବାକୁ ମିଳିଛି। ଏହି ଦୁର୍ଘଟଣାରେ କାର ଟି ସମ୍ପୂର୍ଣ୍ଣ ଚୁର ମାର ହୋଇଯାଇଛି।ଅନ୍ୟପଟେ,ଭବାନୀପାଟଣା ସଦର ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ ବ୍ୟକ୍ତି ହେଲେ ବଲାଙ୍ଗୀର ଜିଲା ଟିଟଲାଗଡ଼ର ପିଣ୍ଟୁ ବାଗ ଓ ଧର୍ମଗଡ଼ ଅଞ୍ଚଳର ଗୌତମ ନାଏକ ।
ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ
You Might Also Like
- Advertisement -

Comment