ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

Odisha Hot News
0 Min Read

ବ୍ରହ୍ମପୁର – ସୁରଟ ଫେରନ୍ତା ପ୍ରବାସୀ ଓଡିଆଙ୍କ ଯୋଗୁ ରାଜ୍ୟରେ ଗଞ୍ଜାମ ଜିଲାର ଚିତ୍ର ଏବେ ଦିନକୁ ଦିନ ବଦଳିବାରେ ଲାଗିଛି। ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ରବିବାର ଆଉ ଦୁଇ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ ଦୁଇ ଜଣ ସୁରଟ ଫେରନ୍ତା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।।

Share This Article