ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୮୧ଜଣ ସଙ୍ଗରୋଧରେ ଥିବା ବେଳେ ୫ଜଣ ସ୍ଥାନୀୟ ଲୋକ ଥିବା ଜଣାଯାଇଛି।
ରାଜ୍ୟରେ ପୁଣି ୮୬ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି

You Might Also Like
- Advertisement -
Comment