ନୂଆଦିଲ୍ଲୀ : କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି। ସାମାଜିକ ଦୂରତା ବଢ଼ାଇବାକୁ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିବାବେଳେ ଏବେ ଦେଶବ୍ୟାପୀ ଟୋଲ୍ ଆଦାୟ କିଛିଦିନ ପାଇଁ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସଡ଼କ ପରିବହନ ତଥା ଜାତୀୟ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ କହିଛନ୍ତି। ଏସମ୍ପର୍କରେ ଗଡ଼କରୀ ଟୁଇଟ୍ କରି ସୂଚନା ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ଅନୁସାରେ ଏଗଭଳି କରାଯାଇଥିବା ସେ କହିଛନ୍ତି।
କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ଟୋଲ୍ ଆଦାୟ ବନ୍ଦ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Vernoncluro on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
- IbrahimMum on ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ
- chicken-road_fbSl on ଧଳା ଜହର ମାୟାରେ ଟ୍ୱିନ୍ ସିଟି
- KaneAgono on ଆଜିର ରାଶିଫଳ
- chicken-road_ruSl on ହଷ୍ଟେଲ ରୁମ୍ ରେ ଛାତ୍ରୀଙ୍କ ଆତ୍ମହତ୍ୟା!
