ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ଜେମାଦେଇପୁର ଗାଁରେ ବୋମାମାଡ଼ । ଆଇନଜୀବୀ ସତ୍ୟକାମ ମହାପାତ୍ରଙ୍କ ଘର ଉପରକୁ ବୋମାମାଡ଼ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ । ବୋମା ମାଡ଼ରେ ତାଙ୍କ ଘର କାନ୍ଥ,କବାଟ ଓ ଝରକା ଭାଙ୍ଗି ଯାଇଥିବା ଜଣାପଡ଼ିଛି । ବୋମା ମାଡ଼ର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।
ଖୋର୍ଦ୍ଧା ଟାଉନ ଥାନା ଜେମାଦେଇପୁର ଗାଁରେ ବୋମାମାଡ଼ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Dwightorgar on ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟର ଆଉ ୯ ବିଧାନସଭା ଓ ଗୋଟିଏ ଲୋକସଭା ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ।
- LeoNet on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- AlbertEquat on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
- Rufusplelp on ଆରମ୍ଭ ହେଲା ‘ରକ୍ଷକ’ କାର୍ଯ୍ୟକ୍ରମ
- vavada_bhPn on କଟକର ଏସ୍ସିବିକୁ ଆସିବେ ଜଗା-ବଳିଆ
