‘ମେ ୭ ରେ ଅନେକ ରାଜ୍ୟରେ ବାଜିବ ସାଇରନ୍, ଆକ୍ରମଣ ପରିସ୍ଥିତି ପାଇଁ ହେବ ମକ୍ ଡ୍ରିଲ୍
ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୋମବାର ଏକ ବଡ଼ ପଦକ୍ଷେପ ନେଇ…
ବନ୍ୟା ପାଇଁ ଆରମ୍ଭ ହେଲା ଆଗୁଆ ପ୍ରସ୍ତୁତି, ବୈଠକ ନେଲେ ଡିସି ଅନୁ ଗର୍ଗ
ଭୁବନେଶ୍ବର: ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଶ୍ରୀମତୀ…
ଆଇଟିଇଆର୍ରେ ‘ଇଂଟେଲିଜେଂଟ ଆଣ୍ଡ କ୍ଲାଉଡ କମ୍ପ୍ୟୁଟିଙ୍ଗ-୨୦୨୫’ ଆୟୋଜିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ…
ପୁରୀ ଏବଂ ରାଜସ୍ଥାନ କୋଟାରେ ନୂଆ ବିମାନବନ୍ଦର ନିର୍ମାଣକୁ ମଞ୍ଜୁର କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ କେନ୍ଦ୍ର ସରକାର ଦେଶବ୍ୟାପୀ ବିମାନ ଯୋଗାଯୋଗ…
ଖୋର୍ଦ୍ଧାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଖୋର୍ଦ୍ଧା: ଆଜି ସକାଳ ୭ ଘଟିକା ସମୟରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଏବଂ…
ଦିଘାଠାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ବାବଦରେ ତଦନ୍ତ ରିପୋର୍ଟ ପ୍ରଦାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛିଦିନ ଧରି ଗଣମାଧ୍ୟମରେ…
ନବନିର୍ମିତ କେନ୍ଦୁଝର ଟାଉନ ଥାନା ଗୃହର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/କେନ୍ଦୁଝର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଟାଉନରେ ନବ ନିର୍ମିତ ଥାନାଗୃହ ଏବଂ…
ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର
ଭୁବନେଶ୍ୱର/କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ…
ବିପ୍ଲବୀ ଧରଣୀଧରଙ୍କ ମାଟିରେ ସ୍ମୃତି ସଂଗ୍ରହାଳୟ ଓ ଵ୍ୟାଖ୍ୟାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/କେନ୍ଦୁଝର: ମହାନ ବିପ୍ଳବୀ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆଜି ତାଙ୍କ ଜନ୍ମଭୂମି କେନ୍ଦୁଝର ଜିଲ୍ଲାର…
ରୋଗୀ ସୁସ୍ଥ ହେବାରେ ନର୍ସମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ: ପଦ୍ମଶ୍ରୀ ପ୍ରଫେସର ଅଶୋକ ମହାପାତ୍ର
ଭୁବନେଶ୍ୱର: ଡାକ୍ତରମାନେ ରୋଗୀଙ୍କର ଚିକିତ୍ସା କରୁଥିବା ବେଳେ ସେମାନଙ୍କର ସେବା ଓ ଯତ୍ନ ସେବିକାମାନେ ହିଁ…
