ଭୁବନେଶ୍ୱର : କରୋନା(କୋଭିଡ-୧୯) ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ କାର୍ଯ୍ୟକରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି ଯେ, ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କର ଯଦି ମୃତ୍ୟୁ ଘଟେ ସେମାନଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଦିଆଯିବ। ଏଥିସହ ସେମାନଙ୍କର ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ। ମୃତକଙ୍କ ପରିବାରକୁ ପେନ୍ସନ୍ ମଧ୍ୟ ମିଳିବ। ଡାକ୍ତର କିମ୍ବା କୌଣସି ସ୍ବାସ୍ଥ୍ୟ କର୍ମୀଙ୍କୁ ଯଦି କେହି ଆକ୍ରମଣ କରନ୍ତି ତେବେ ତାହାକୁ ରାଜ୍ୟ ବିରୋଧରେ ଆକ୍ରମଣ ଧରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- MichaelAmelp on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- JacintoUnuri on ମାରୁତି ସୁଜୁକିି ୱାଗନ ଆର୍ ବଜାରରେ ଆସୁଛି ନୂଆରୂପରେ !
- pinco_dzmr on ସୋନପୁରରେ ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
- MichaelAmelp on ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଡିକକ୍
- pinco_ismr on ଆଜିର ରାଶିଫଳ
