ଭବାନୀପାଟଣା: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଭବାନୀପାଟଣା ଗସ୍ତକୁ ନେଇ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଂଚିଛି । ମହିଳା ସମାବେଶ ହେବାକୁ ଥିବାବେଳେ ସଜେଇ ହେଲାଣି ରାଧାକ୍ରିଷ୍ଣନଗର । ସମାବେଶରେ ହଜାର ହଜାର ମହିଳା ଯୋଗ ଦେଉଥିବାରୁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ମଧ୍ୟ ସରିଛି । ଗତକାଲି ମୁଖ୍ୟମନ୍ତ୍ରୀ ଜୁନାଗଡ଼ ଠାରେ ଏକ ମିଶ୍ରଣ ପର୍ବରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲାର ବିଜେଡି କର୍ମୀମାନେ ଦିନରାତ୍ରୀ ଏକ କରି ଦେଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଜୁନାଗଡ଼ ଠାରେ ବିଜ ପଟ୍ଟନାୟକ ଇଣ୍ଡୋର ଷ୍ଟାଡ଼ିୟମ, ହାତୀନଦୀ ବ୍ରିଜ୍ , ସମେତ ଅନେକ ଯୋଜନାର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଯାହାକୁ ନେଇ ଯୋଜନା ସଚିବ ସୁଜିତ କୁମାର ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଭବାନୀପାଟଣା ଗସ୍ତକୁ ନେଇ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- rapidstylecorner on Add swimming to your daily routine
- ranktower on ଆଜିର ରାଶିଫଳ
- 1win_itel on ଟେଲିଭିଜନ ଚ୍ୟାନେଲର ୨୫ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ
- 1win_vmel on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
- 1win_ycel on ଗତ ୨୪ ଘଣ୍ଟା ଭିତରେ କରୋନା ନିର୍ଦେଶାବଳୀ ଉଲ୍ଲଂଘନ ପାଇଁ ଓଡ଼ିଶାରେ୨୪୫ ବିରୋଧରେ ମାମଲା
