ବରଗଡ ; ବରଗଡ଼ର ବିଶ୍ୱ ପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଂଚର ତୃତୀୟ ଦିନରେ କୃଷ୍ଣ ଜନ୍ମ ପରେ ସାରା ଗୋପପୁର ହୋଇପଡ଼ିଛି ଉତ୍ସବ ମୁଖର । ବୃଦ୍ଧକାଳେ ପୁତ୍ର ସନ୍ତାନ ଲାଭ କରି ନନ୍ଦରାଜା ଓ ରାଣୀ ଖୁସୀରେ ଆତ୍ମବିଭୋର ହୋଇପଡ଼ିଛନ୍ତି । ଏହା ସହ କୃଷ୍ଣଙ୍କ ଆଗମନରେ ସମସ୍ତ ଗୋପୀ ଓ ଗୋପାଳ ବେଶ ଉତ୍ସାହିତ ହୋଇ ପଡ଼ିଥିବା ବେଳେ ନନ୍ଦଭବନରେ ବଡ଼ ଧୁମଧାମରେ ଆୟୋଜନ କରାଯାଇଛି ନନ୍ଦୋତ୍ସବ । ଧୂପ, ଦୀପ ନୈବେଦ୍ୟ ଦେଇ କୃଷ୍ଣଙ୍କୁ ପୂଜାର୍ଚ୍ଚନା କରିବା ସହ ଘଣ୍ଟବାଦ୍ୟ, ସଂକୀର୍ତ୍ତନର ଶବ୍ଦରେ ଉଛୁଳି ପଡ଼ୁଛି ଗୋପପୁର ଏବଂ ନନ୍ଦରାଜାଙ୍କ କୋଳରେ ଶୋଭା ପାଉଛନ୍ତି ଶ୍ରୀକୃଷ୍ଣ । ଏହି ଅବସରରେ ଗୋପପୁରରେ ଥିବା ନନ୍ଦଦରବାର ଉଦ୍ ଘାଟନ କରିଥିଲେ ବରଗଡ ଆରକ୍ଷୀ ଅଧିକ୍ଷକ ।
ଅନ୍ୟପଟେ ମଥୁରାରେ ମହାରାଜ କଂସଙ୍କ ରାଜୁତି ଜୋରସୋରରେ ଚାଲିଛି । କଂସ ମହାରାଜ ଶ୍ୟାମେଶ୍ୱର ମହାଦେବ ଙ୍କୁ ପୂଜାର୍ଚ୍ଚନା କରି ସାରି ଫେରିବା ପରେ ଦେବକୀଙ୍କ ଅଷ୍ଟମ ଗର୍ଭର ସନ୍ତାନ ଜନ୍ମ ନେଇଥିବା ସୂଚନା ମିଳିଥିଲା । ଏହାପରେ ମହାରାଜ କଂସ କାରାଗୃହକୁ ଯାଇ ବିଜୁଳି କନ୍ୟାଙ୍କୁ ଛଡ଼ାଇଆଣିଛନ୍ତି ଦେବକୀଙ୍କ କୋଳରୁ । କଂସ ଦେବକୀଙ୍କ ଅଷ୍ଟମ ଗର୍ଭର ସନ୍ତାନକୁ ଦର୍ପଣଶୀଳାରେ ପ୍ରହାର କରିବାକୁ ଯିବାବେଳେ ଶୂନ୍ୟରେ ଆର୍ବିଭାବ ହୋଇ ବିଜୁଳି କନ୍ୟା ଦେଇଛନ୍ତି ଦୈବବାଣୀ । ଦେବକୀ ବାସୁଦେବ ଶିଶୁ କନ୍ୟାକୁ ଛାଡ଼ିଦେବା ପାଇଁ ବହୁ କାକୁତି ମିନତୀ କରିଥିଲେ ମଧ୍ୟ ମାନି ନଥିଲେ କଂସ । ଶେଷରେ ଶିଶୁକନ୍ୟାକୁ ପଥର ଶିଳାରେ କଚାଡ଼ିବା ବେଳେ କଂସର ହାତରୁ ଅର୍ନ୍ତଧ୍ୟାନ ହୋଇଯାଇଥିଲେ ବିଜୁଳି କନ୍ୟା ଏବଂ ଶୂନ୍ୟରେ ଆର୍ବିଭାବ ହୋଇ କହିଛନ୍ତି ଦୈବବାଣୀ , ” ରେ କଂସ ତତେ ବଧିବ ଯିଏ ଗୋପରେ ବଢ଼ୁଛି ସିଏ ” । ଏହାପରେ ମହାରାଜ କଂସ ଅତ୍ୟନ୍ତ ବିବ୍ରତ ହୋଇପଡ଼ିଥିବା ବେଳେ କୃଷ୍ଣଙ୍କୁ ମାରିବା ପାଇଁ ଗୋପପୁର କୁ ପଠାଇଛନ୍ତି ଷଢ଼ ମଲ୍ଲ ସହ ପୁତୁନା ରାକ୍ଷସୀଙ୍କୁ । ଅନ୍ୟପଟେ ମହାରାଜ କଂସ ରାଜ ଦରବାରରେ ଆୟୋଜନ କରିଛନ୍ତି ରାଜ୍ୟ ତଥା ରାଜ୍ୟବାହାରୁ ଆସିଥିବା କଳାକାର ଙ୍କ ଦ୍ୱାରା ସାଂସ୍କୃତିକ କାର୍ୟ୍ୟକ୍ରମ ।
ତେବେ ଧନୁଯାତ୍ରାର ଚତୁର୍ଥ ଦିନରେ କୃଷ୍ଣବଳରାମ ଙ୍କ ହାତରେ କଂସ ଙ୍କ ପ୍ରେରିତ ପୁତନା, ତୃଣା, ବକା ସକଟା, ଷଣ୍ଢାସୁର ଆଦି ସମସ୍ତ ରାକ୍ଷସ ରାକ୍ଷସୀ ଙ୍କ ନିଧନ ହେବା ସହ ଗୋପପୁରରେ ଗୋପୀ ଗୋପାଳଙ୍କ ସହ ଲୀଳାଖେଳା ଦୃଶ୍ୟ ଅଭିନୀତ ହେବାର କାର୍ଯ୍ୟକ୍ରମ ରହିଛି
।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Vavada casino oferuje polskim graczom rozbudowany wybór gier od pragmatic play i evolution gaming, atrakcyjne bonusy powitalne oraz profesjonalną obsługę klienta w języku polskim.
Witamy w polskim legalnym internetowym kasynie Slottica – miejscu stworzonym dla hazardzistów online w Polsce! Casino Slotica w polskiej wersji językowej otwiera przed Tobą świat pełen emocjonujących gier za darmo i atrakcyjnych nagród bez rejestracji. Strona przyciąga nowych użytkowników między innymi premią powitalną 25 zł bez konieczności wpłaty depozytu. W badaniu przeprowadzonym wśród ponad 8500 graczy wielu z nich wskazało Slottica jako jedną z najciekawszych stron z automatami online dostępnych w Polsce.
Slottica Casino zbudowaliśmy z myślą o graczach z Polski, którzy szukają jednego miejsca do wszystkiego – od automatów i kasyna na żywo po zakłady sportowe i e-sport. U nas znajdziesz ponad 20 000 gier od ponad 250 dostawców, w tym największe nazwiska branży, design działający równie dobrze na desktopie i telefonach, codzienne loterie, kwartalny konkurs Season’s Battle z nagrodami rzeczowymi (telewizory Samsung, MacBook Air, gadżety) oraz bogaty program turniejowy. Slottica Kasyno to też rozbudowany system bonusów – pakiet powitalny, cashback, prezenty urodzinowe, bonusy za polecenie znajomych i premie za pobranie aplikacji – a do tego wsparcie po polsku dostępne całą dobę przez czat. Dla nas liczy się to, żebyś mógł grać tak, jak lubisz: bez ograniczeń godzin, bez ukrytych warunków, z pełną kontrolą nad limitami i kontem.
Vavada w Polsce zdobyła popularność dzięki pełnej lokalizacji i wsparciu dla płatności w złotówkach. Gracze doceniają możliwość grania w języku polskim i kontakt z obsługą klienta w rodzimym języku. Oferta promocyjna, w tym stały cashback 10, dodatkowo zwiększa atrakcyjność kasyna. Na tle konkurencji wyróżnia się szeroką gamą gier, szybkim czasem wypłat i aplikacjami mobilnymi. Wszystko to czyni serwis istotnym graczem na polskim rynku gier online.