ମାଉଣ୍ଟ ମାଙ୍ଗାନୁଇ : ଆଜି ହେଉଛି ଭାରତ ଓ ନ୍ୟୁଜିଲ୍ୟାଣ୍ଡ ତୃତୀୟ ଦିନିକିଆ ମ୍ୟାଚ । ଭାରତ ୨-୦ରେ ଆଗୁଆଥିବା ବେଳେ ଆଜିର ମ୍ୟାଚକୁ ଜିତିବାକୁ ଚେଷ୍ଟା କରିବ । ତେବେ ଆଜି ନ୍ୟୁଜିଲ୍ୟାଣ୍ଡ ଟସ୍ ଜିତି ପ୍ରଥମେ ବ୍ୟାଟିଙ୍ଗ୍ କରିବାର ନିଷ୍ପତି ନେଇଥିଲା । ଏପର୍ଯ୍ୟନ୍ତ ନ୍ୟୁଜିଲ୍ୟାଣ୍ଡ ୪୯ଓଭର ଖେଳି ୭ଟି ୱିକେଟ୍ ହରାଇ ୨୪୩ ରନ୍ ସଂଗ୍ରହ କରିଛି । ମହେନ୍ଦ୍ର ସିଂ ଧୋନୀଙ୍କ ସ୍ଥାନରେ ଦିନେଶ କାର୍ତିକ ଏବଂ ବିଜୟଶଙ୍କରଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟା ଖେଳୁଛନ୍ତି ।
ଭାରତ ନ୍ୟୁଜିଲ୍ୟାଣ୍ଡ ୩ୟ ଦିନିକିଆ ମ୍ୟାଚ୍ !
Leave a Comment
Leave a Comment
- Advertisement -
Stay Connected
Comment
- Hugovab on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- JoelIsobe on ଶ୍ରୀମନ୍ଦୀର ପ୍ରଶାସନ ପକ୍ଷରୁ ୯ସେବାୟତଙ୍କୁ ନୋଟିସ୍ ଜାରି !
- LewisTog on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
- mostbet_obol on ତେଲେଙ୍ଗାନା ଏନ୍କାଉଣ୍ଟର: ପୁଣିଥରେ ବ୍ୟବଚ୍ଛେଦ ହେବ ଅପରାଧୀଙ୍କ ସଂରକ୍ଷିତ ମୃତଦେହ
- NicholasHailt on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
