କଳାହାଣ୍ଡି : ଗତକାଲି କରୋନା ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକର ବେହେରାଗୁଡା ଗାଁରେ ଥିବା ଘରେ ଜିଲ୍ଲା ମେଡିକାଲ୍ ଟିମ୍ ପହଞ୍ଚିଛି। ତାଙ୍କୁ କଟକର ଅଶ୍ବିନୀ ହସ୍ପିଟାଲକୁ ଅଣାଯିବ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ରାଜ୍ୟର ୨୧ ନମ୍ବର କରୋନା ଆକ୍ରାନ୍ତ ବ୍ୟକ୍ତି କଳାହାଣ୍ଡି ଜିଲ୍ଲା ନିବାସୀ । ଏହି ୨୯ ବର୍ଷିଅ ଯୁବକଙ୍କ ସ୍ୱାବ ନମୁନା ପଜିଟିଭ ଚିହ୍ନଟ ହୋଇଛି । କରୋନା ଆକ୍ରାନ୍ତଙ୍କ ଘର ଗୋଲାମୁଣ୍ଡା ବ୍ଲକର ବେହେରାଗୁଡା ଗାଁରେ ବୋଲି ଜଣାଯାଇଛି| ସେ ବାହାରିନରେ ଜଣେ ଫିଟର ଭାବରେ କାର୍ଯ୍ୟ କରୁଛନ୍ତି।
ସଂପୃକ୍ତ ଯୁବକ ୧୭ ଦିନ ପୂର୍ବରୁ ବାହାରିନରୁ ନିଜ ଗାଁକୁ ଫେରିଥିଲେ । ତାଙ୍କଠାରେ କରୋନାର କୌଣସି ଲକ୍ଷଣ ପରିଲକ୍ଷିତ ହୋଇ ନ ଥିବା ସୂଚନା ରହିଛି।
ଆଜି ସକାଳେ ଉକ୍ତ କରୋନା ଆକ୍ରାନ୍ତଙ୍କ ଗୋଲାମୁଣ୍ଡା ବ୍ଲକର ବେହେରାଗୁଡା ଗାଁରେ ଥିବା ଘରେ ଜିଲ୍ଲା ମେଡିକାଲ୍ ଟିମ୍ ପହଞ୍ଚିଛି। ତାଙ୍କୁ କଟକର ଅଶ୍ବିନୀ ହସ୍ପିଟାଲକୁ ଅଣାଯିବ।
ସବୁଠାରୁ ବଡ଼ କଥା ହେଲା ଯେ, ଏପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ କରୋନା ଚିହ୍ନଟ ହୋଇଥିବା ବେଳେ ପ୍ରଥମ ଥର ପାଇଁ ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଥିବା ହେତୁ ସେହି ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Vavada casino oferuje polskim graczom rozbudowany wybór gier od pragmatic play i evolution gaming, atrakcyjne bonusy powitalne oraz profesjonalną obsługę klienta w języku polskim.
Zanurz się w fascynujący świat kasyna online Slottica, popularnej platformy hazardowej, która zdobyła uznanie graczy w ponad 15 krajach Europy, w tym w Polsce, Niemczech i Czechach. Nasza oferta obejmuje przeszło 8500 gier kasynowych od czołowych dostawców, takich jak Games Global, Play’n GO, Pragmatic Play czy EGT. Znajdziesz tu zarówno klasyczne automaty w stylu Book of Dead czy Sizzling Hot Deluxe, jak i nowoczesne sloty z progresywnymi jackpotami, np. Mega Moolah, a także gry stołowe i emocjonujące rozgrywki na żywo z krupierami od Evolution Gaming. Możesz także pobrać naszą oficjalną aplikację, zalogować się na swoje konto lub założyć nowe.