ଭୁବନେଶ୍ୱର : ଭୁବନେଶ୍ୱରରେ ପହଁଚିଲେ ଦୁଇ ଓଡ଼ିଆ ବୀର ସହିଦ ଯବାନ ପ୍ରସନ୍ନ କୁମାର ଓ ମନୋଜ କୁମାର ବେହେରା । ଦେଶ ପାଇଁ ଜୀବନକୁ ବାଜି ଲଗାଇ ଆଜି କଫନରେ ଫେରିଲେ ଦୁଇ ଓଡ଼ିଆ ଯବାନ । ସେମାନଙ୍କ ମରଶରୀରକୁ ଦିଲ୍ଲୀରୁ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଅଣାଯାଇଥିଲା । ସହୀଦଙ୍କ ପାର୍ଥିବ ଶରୀର ଭୂବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ସହୀଦ୍ ଅମର ରହେ ଧ୍ୱନୀରେ ପ୍ରକମ୍ପିତ ହୋଇଥିଲା ସମଗ୍ର ପରିବେଶ । ସହୀଦଙ୍କୁ ଶେଷ ସଲାମ ପାଇଁ ସିଆରପିଏଫ୍ ପକ୍ଷରୁ ଭୂବନେଶ୍ୱର ବିମାନବନ୍ଦରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା । ଶ୍ରଦ୍ଧାଞ୍ଜଳୀ ପରେ ଦୁଇ ସହୀଦ ଯବାନଙ୍କୁ ସେମାନଙ୍କ ଗାଁ କୁ ନିଆଯିବ । ଜନ୍ମମାଟିରେ ଜଳିବ ସେମାନଙ୍କର ଚିତା । ସୂଚନାଯୋଗ୍ୟ, ଗୁରୁବାର ଜମ୍ମୁ-କାଶ୍ମୀରରେ ପୁଲଓ୍ୱାମାରେ ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣରେ ୪୦ ଜଣ ଯବାନ ସହିଦ ହୋଇଥିଲେ। ସେମାନଙ୍କ ମଧ୍ୟରେ ଥିବା ଦୁଇ ଓଡିଆ ବୀର ହେଉଛନ୍ତି ଜଗତସିଂହପୁର ଜିଲ୍ଲାର ପ୍ରସନ୍ନ କୁମାର ସାହୁ ଏବଂ କଟକ ଜିଲ୍ଲାର ମନୋଜ ବେହେରା । ସମଗ୍ର ଅଂଚଳବାସୀ ଏବେ ଅପେକ୍ଷା କରିଛନ୍ତି ମାଟି ପାଇଁ ଗର୍ବ ଆଣିଥିବା ଏହି ଦୁଇ ଓଡିଆ ବୀରଙ୍କୁ ।
ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ ଓଡ଼ିଆ ସହିଦ ବୀରପୁତ୍ର….
- Advertisement -
Stay Connected
Comment
- vibramycin for dogs on ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳ ପାଇଁ ପାନୀୟ ଜଳ ଯୋଜନାର ସମୀକ୍ଷା
- furosemide 20 mg tablet for dogs on ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- diflucan generic cost without insurance on ଶିଳ୍ପ ମହାଶକ୍ତି ହେବା ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ
- lasix diuretico on ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳ ପାଇଁ ପାନୀୟ ଜଳ ଯୋଜନାର ସମୀକ୍ଷା
- slotica on ଆସୁଛି ବର୍ଷା ଉଜାଡ଼ି ଦେବ ଚାଷୀ ଭରଷା !

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Dbamy o to, aby każdy gracz czuł się bezpiecznie i komfortowo. Oferujemy popularne metody płatności, takie jak Blik, Przelewy24, Skrill czy karty VISA/Mastercard, z minimalnym depozytem wynoszącym zaledwie 40 zł. Wypłaty w kasynie Slotica PL realizujemy błyskawicznie – zazwyczaj w ciągu 24 godzin. Zapewniamy także całodobowe wsparcie w języku polskim, dostępne przez czat online lub e-mail.