ଭୁବନେଶ୍ୱର: କରୋନାର ଭୟାବହତାକୁ ଦେଖି ଏମ୍ଏଲ୍ଏ ଲ୍ୟାଡ ଫଣ୍ଡରେ କରୋନା ପ୍ରତିକାର ପ୍ରକଳ୍ପକୁ ସାମିଲ କରାଯାଇଛି। କୋଭିଡ-୧୯ର ପ୍ରତିକାର ପାଇଁ ଆବଶ୍ୟକ କର୍ମଚାରୀ, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ପାଇଁ ଆବଶ୍ୟକ ଉପକରଣ, ପାଇଖାନା, ରୋଗୀଙ୍କୁ ନେବା ଲାଗି ଆମ୍ବୁଲାନ୍ସ, ଅଧିଗ୍ରହଣ, ଖାଦ୍ୟ, ପାନୀୟ ଜଳ, ସଫେଇ, ଜଗୁଆଳି ନିଯୁକ୍ତି, ଆଇସୋଲେଶନ ସେଣ୍ଟର ଆଦି ପ୍ରକଳ୍ପକୁ ସାମିଲ କରାଯାଇଛି। ଜିଲାପାଳ ସ୍ଥାନୀୟ ବିଧାୟକଙ୍କ ସହିତ ଆଲୋଚନା କରି ଏଥିପାଇଁ ଆବଶ୍ୟକ ଅର୍ଥ ବରାଦ କରିପାରିବେ। ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଏ ନେଇ ସୋମବାର ଜିଲାପାଳମାନଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି।
ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡରେ ସାମିଲ ହେଲା କରୋନା ପ୍ରତିକାର ପ୍ରକଳ୍ପ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- mostbet_abkr on ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରଚାର ସଭାରୁ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ ।
- mostbet_rysi on ନିଖୋକ ପରେ ପାହଡ ତଳୁ ମିଳିଲା ନାବାଳିକାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ଏହା ଅସ୍ପଷ୍ଟ !
- Harlanhow on ସୋନପୁରରେ ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
- mostbet_cykr on ଖାଇବା ପରେ କାହିଁକି ଖାଆନ୍ତି ମିଠା
- mostbet_qisi on ରବିଶଙ୍କର ପାଇବେ ୨୯ତମ ‘ଜୟଦେବ ପୁରସ୍କାର’
