ଭୁବନେଶ୍ୱର : ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେ ୪୪ ନମ୍ବର ଆକ୍ରାନ୍ତ ଏବଂ କିଛି ଦିନ ତଳେ ଓଡ଼ିଶାର ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ଲାଗି ପଶ୍ଚିମବଙ୍ଗ ମେଦିନିପୁରରୁ ଆସିଥିଲେ। ତେବେ ସେ କରୋନାରୁ ସୁସ୍ଥ ହୋଇଥିଲେ ବି ତାଙ୍କର ଅନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଥିବାରୁ ତାଙ୍କୁ ଡିସ୍ଚାର୍ଜ କରାଯାଇ ନ ଥିଲା। ମଙ୍ଗଳବାର ସକାଳୁ ତାଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
Leave a Comment
Leave a Comment
- Advertisement -
Stay Connected
Comment
- HowardDob on ପୁଣି ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ
- JerryTuP on ମହାରାଷ୍ଟ୍ରରେ ବର୍ଷା ବିତ୍ପାତ : ପାଚେରୀ ଭୁଶୁଡି ୧୫ ଜଣଙ୍କର ମୃତ୍ୟୁ
- Percygit on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !
- KellyTouri on ଆଜିର ରାଶିଫଳ
- Edwardrep on ପୁଲଓାମା ଆକ୍ରମଣ: ଭାରତର ଉଗ୍ର ରୂପ ଦେଖି ଡରିଲା ପାକ୍, ଜାତିସଂଘର ଶରଣ ଲୋଡିଲା
