ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଗସ୍ତରେ ପୋଲିସ ଡିଜି ଅଭୟ। ସାରା ଦେଶରେ ଲକ୍ଡାଉନ୍ ଚାଲିଥିବାବେଳେ ଖଲିକୋଟରେ ପହଞ୍ଚି ଲକ୍ଡାଉନ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି DGP। ଖଲିକୋଟ ଥାନା ମଧ୍ୟ ପରିଦର୍ଶନ କରିଛନ୍ତି। ଖଲ୍ଲିକୋଟ ଟୋଲ୍ ଗେଟ୍ରେ ଓହ୍ଲାଇ ସମୀକ୍ଷା କରିବା ପରେ ଖଲ୍ଲିକୋଟ ଥାନା, ରମ୍ଭା ଥାନା, ଗଞ୍ଜାମ ଥାନା , ଅଷ୍ଟମ ବାଟାଲିୟନ୍ ଅଗସ୍ତି ନୂଆଗାଁ ରେ ସମୀକ୍ଷା କରିଛନ୍ତି। ଏହାପରେ ବ୍ରହ୍ମପୁର ଯାଇଥିଲେ। ଗସ୍ତ ଅବସରରେ ସେ ପୋଲିସ କର୍ମଚାରୀଙ୍କୁ ଭେଟି ସେମାନଙ୍କ ସମସ୍ୟା ପଚାରି ବୁଝିଥିଲେ। ଜିଡିଙ୍କ ସହ ପୋଲିସ DIG ସତ୍ୟବ୍ରତ ଭୋଇ, ଗଞ୍ଜାମ ଏସ୍ପି ଓ ବ୍ରହ୍ମପୁର ଏସ୍ପି ପ୍ରମୁଖ ଉପସ୍ଥିତ ଥିଲେ।
ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଲକ ଡାଉନ ସ୍ଥିତି ସମୀକ୍ଷା କଲେ ଓଡିଶା ପୋଲିସ ଡିଜି ଅଭୟ
- Advertisement -
Stay Connected
Comment
- 1win_orKr on ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଡିକକ୍
- Narkologicheskaya pomosh_rnOt on ପ୍ରେମ ବିବାହକୁ ନେଇ ଗାଁରେ ବସିଲା କଙ୍ଗାରୁକୋର୍ଟ: ଶଳା ବାହାଘର ଭିଣାଇକୁ ଦଣ୍ଡ !
- Stewartmeego on ଆଜିର ରାଶିଫଳ
- mostbet_hkol on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- 1win_kcKr on ଇନୋଭା ଲୁଟ ଘଟଣା : ଯଦୁପୁରରୁ ଗାଡି ସହ ୨ଜଣଙ୍କୁ କାବୁ କଲା ପୋଲିସ

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Casino vavada zyskuje pozytywne opinie dzięki różnorodnej ofercie obejmującej sloty, gry stołowe oraz turnieje z evolution gaming. Kasyno online oferuje bonus powitalny, darmowe spiny i bonusy oraz kody promocyjne dla nowych graczy. Obsługa klienta gaming działa sprawnie, a gracze mogą wziąć udział w promocjach dostępnych na vavada pl.
Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników. Opierając się na naszym doświadczeniu, platforma wyróżnia się szybkim działaniem i różnorodnością treści. Vavada Polska jest chętnie wybierana w Polsce przez szeroki wybór gier i bonusów.