ପୁରୀ: ବାହାରିଲା ଶ୍ରୀମନ୍ଦିର ଦଇତାପତି ନିଯୋଗ ନିର୍ବାଚନ ଫଳାଫଳ । ରବିନ୍ଦ୍ର ଦାସ ମହାପାତ୍ର ନୂଆ ସଭାପତି ହୋଇଥିବା ବେଳେ ସୂର୍ଯନାରାୟଣ ସ୍ୱାଇଁ ମହାପାତ୍ର ଉପ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସୂଚନା ଅନୁଯାୟୀ ୨୮ ତାରିଖରେ ଶ୍ରୀମନ୍ଦିର ଦଇତାପତି ନିର୍ବାଚନ ହୋଇଥିଲା । ଏହି ନିର୍ବାଚନରେ ୩୨ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ।ଏଥିରୁ ୮ ଜଣ ନାମାଙ୍କ ପତ୍ର ପ୍ରତ୍ୟାହାର କରିନେଇଥିବା ବେଳେ ୨ ଜଣଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଥିଲା ।
ବାହାରିଲା ଶ୍ରୀମନ୍ଦିର ଦଇତାପତି ନିଯୋଗ ନିର୍ବାଚନ ଫଳାଫଳ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- 1win_ydsn on ହୃଦରୋଗର ସରଳ ଉପଚାର
- 1win_otsn on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- mostbet_miOl on ନିଖୋକ ପରେ ପାହଡ ତଳୁ ମିଳିଲା ନାବାଳିକାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ଏହା ଅସ୍ପଷ୍ଟ !
- mostbet_naOl on ଟେଲିଭିଜନ ଚ୍ୟାନେଲର ୨୫ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ
- mostbet_lymr on ସୋନପୁରରେ ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
