ଭୁବନେଶ୍ୱର : ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ସକାକଳୁ ସକାଳୁ ପ୍ରବଳ ବର୍ଷା ସାଙ୍ଗକୁ ଧୂଳିଝଡ଼ ଦେଖିବାକୁ ମିଳିଥିଲା । ଏପରିକି ଭୋର ସମୟରୁ ବର୍ଷା ଲାଗି ରହିଥିବା ବେଳେ ତା’ ସାଙ୍ଗକୁ ଘନ କୁହୁଡି ଦେଖିବାକୁ ମିଳିଛି । ତେବେ ହଠାତ୍ ଏଭଳି ପାଗ ପରିବର୍ତ୍ତନ ଯୋଗୁ ସାଧାରଣ ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଟ୍ୱିନ ସିଟି କଟକ ଓ ଭୁବନେଶ୍ୱର ଛଡା ରାଜ୍ୟର ବିଭିନ୍ନ ଅଞ୍ଚଳ ଯେପରିକି ସମ୍ବଲପୁର , ଯାଜପୁର, କେନ୍ଦ୍ରପଡ଼ା ଭଳି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇଛି । ଏଭଳି ଅଦିନିଆ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମ୍ ରହିଛି ଏବଂ ଶୀତର ପ୍ରକୋପ ଦେଖିବାୁ ମିଳିଛି
ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ !
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Ianfigue on କାମ କରିବାକୁ ଯାଇ ଝିଅ ତାମିଲନାଡ଼ୁରେ ନିଖୋଜ; ଗୁହାରୀ ପରେ ମଧ୍ୟ ଶୁଣୁନି ସରକାର !
- melbet_ixMr on ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ: ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’
- PierceLEN on କାଳ ସାଜିଲା ତୀର୍ଥ ଭ୍ରମଣ; ରାତିଅନିଦ୍ରା ହୋଇ ଗାଡ଼ି ଚଲାଉଥିବା ବେଳେ ଘଟିଲା ଦୁର୍ଘଟଣା, ଘଟଣାସ୍ଥଳରେ ୪ମୃତ, ୧୧ ଆହତ !
- ArnoldoBop on କୋଭିଡ୍-୧୯: ଦିଲ୍ଲୀରୁ ଶ୍ରମଜୀବୀମାନଙ୍କ ଅପସାରଣ ତ୍ୱରାନ୍ୱିତ କଲେ ଉତ୍ତରପ୍ରଦେଶ ସରକାର
- mostbet_pvOl on ନୂଆ ବର୍ଷରେ ବିଦାୟ ନେଲେ କମେଡି କିଙ୍ଗ କାଦର ଖାନ୍ !
