କାଳବେଳା -ଦିବା ଘ୦୮/୩୦ ଗତେ ଘ୧୦/୧୦ମଧ୍ୟେ
ବାରବେଳା- ଦିବା ଘ୧୧/୪୦ ଗତେ ଘ୦୧/୧୯ମଧ୍ୟେ
ଅମୃତବେଳା-ରାତ୍ରି ୦୧/୧୦ ଗତେ ଘ୦୩/୫୦ମଧ୍ୟେ
ମାହେନ୍ଦ୍ରବେଳା- ଦିବା ଘ୧୦/୧୦ଗତେ ଘ୧୧/୪୦ମଧ୍ୟେ ଓ ଘ୦୨/୫୫ଗତେ ଘ୦୪/୨୦ମଧ୍ୟେ
ମେଷ:-ଆଜି ଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।*
ବୃଷ:-ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ,କଳା , ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।*
ମିଥୁନ:-ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।*
କର୍କଟ:-ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟହାସଲ କରିପାରିବେ।*
ସିଂହ:-ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟକରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ସକାଶେ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।*
କନ୍ୟା:-ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେଇ ଖୁସି ମନେଇବେ।*
ତୁଳା:-ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।*
ବିଛା:-ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।*
ଧନୁ:-ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।*
ମକର:-ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।*
କୁମ୍ଭ:-ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ। ମାଲି ମକଦ୍ଦମାରେ ଏକ ପ୍ରକାର ଆଶ୍ୱସ୍ତିଲାଭ କରିବେ।*
ମୀନ:-ଆଜି ଦୀର୍ଘଦିନର ବାଦବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ।ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।*

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Vavada casino oferuje polskim graczom rozbudowany wybór gier od pragmatic play i evolution gaming, atrakcyjne bonusy powitalne oraz profesjonalną obsługę klienta w języku polskim.
Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników. Opierając się na naszym doświadczeniu, platforma wyróżnia się szybkim działaniem i różnorodnością treści. Vavada Polska jest chętnie wybierana w Polsce przez szeroki wybór gier i bonusów. Marka Vavada pojawiła się na scenie w 2017 roku z garścią slotów w ofercie. Od tamtej chwili przeszła długą drogę – dziś w jej katalogu znajdziesz nie tylko automaty, lecz także klasyczne gry stołowe, jackpoty i rozbudowane kasyno na żywo. Z lokalnego debiutanta Vavada stała się graczem globalnym, a w Polsce zdobyła sympatię użytkowników dzięki prostym zasadom, licencji Curaçao oraz wygodnym płatnościom w złotówkach. To konsekwentne podejście sprawia, że marka systematycznie wzmacnia swoją pozycję w świecie iGamingu.
Witamy w polskim legalnym internetowym kasynie Slottica – miejscu stworzonym dla hazardzistów online w Polsce! Casino Slotica w polskiej wersji językowej otwiera przed Tobą świat pełen emocjonujących gier za darmo i atrakcyjnych nagród bez rejestracji. Strona przyciąga nowych użytkowników między innymi premią powitalną 25 zł bez konieczności wpłaty depozytu. W badaniu przeprowadzonym wśród ponad 8500 graczy wielu z nich wskazało Slottica jako jedną z najciekawszych stron z automatami online dostępnych w Polsce.
Slottica Casino zbudowaliśmy z myślą o graczach z Polski, którzy szukają jednego miejsca do wszystkiego – od automatów i kasyna na żywo po zakłady sportowe i e-sport. U nas znajdziesz ponad 20 000 gier od ponad 250 dostawców, w tym największe nazwiska branży, design działający równie dobrze na desktopie i telefonach, codzienne loterie, kwartalny konkurs Season’s Battle z nagrodami rzeczowymi (telewizory Samsung, MacBook Air, gadżety) oraz bogaty program turniejowy. Slottica Kasyno to też rozbudowany system bonusów – pakiet powitalny, cashback, prezenty urodzinowe, bonusy za polecenie znajomych i premie za pobranie aplikacji – a do tego wsparcie po polsku dostępne całą dobę przez czat. Dla nas liczy się to, żebyś mógł grać tak, jak lubisz: bez ograniczeń godzin, bez ukrytych warunków, z pełną kontrolą nad limitami i kontem.
Vavada Polska kusi graczy nie tylko bonusami, ale też prostotą rejestracji i ogromnym katalogiem gier. Wygodne płatności w PLN oraz szybkie wypłaty? To właśnie doceniają użytkownicy. Wielu z nich chwali intuicyjną obsługę i dynamiczne aplikacje mobilne. A cashback? W Polsce uznawany jest niemal za obowiązkowy element, bo pozwala zmniejszyć ryzyko strat. Czy dziwi więc, że platforma zdobyła reputację bezpiecznej i praktycznej alternatywy wobec konkurencji?