ଯାଜପୁର : ଭିଜିଲାନ୍ସ ଜାଲରେ ଜଣେ କୋଟିପତି କିରାଣୀ ଫସିଯାଇଛନ୍ତି । କିରାଣୀ ଜଣଙ୍କ ହେଲେ ଚିନ୍ମୟ ବେହୁରା । ଯାଜପୁର ଜିଲ୍ଲା କାଳିଆପାଣି ଖଣି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟଳୟରେ କିରାଣୀ ଥିବା ଚିନୟ ବେହୁରାଙ୍କ ନାମରେ ପୂର୍ବରୁ ନିଜ ଆୟ ଠାରୁ ଯଥେଷ୍ଟ ଅଧିକ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନସ ନିକଟରେ ଅଭିଯୋଗ ହୋଇଥିଲା। ତେଣୁ ଏହି ଅଭିଯୋଗ ଆଧାରରେ ଆଜି ଭିଜିଲାନ୍ସ ୫ଟି ଟିମ୍ ଚିନୟ ବେହୁରାଙ୍କ କାଳିଆପାଣିସ୍ଥିତ ଅଫିସ, ସୁକିନ୍ଦାସ୍ଥିତ ଘର, ଶ୍ୱଶୁର ଘର, ପୈତୃକ ଘର ସହିତ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ଜଣାପଡିଛି ।
ଭିଜିଲାନ୍ସ ଜାଲରେ କିରାଣୀବାବୁ !
- Advertisement -
Stay Connected
Comment
- 1win_lbkn on ବିଭିନ୍ନ ଦାବି ନେଇ ଆଜିଠୁ ବଲାଙ୍ଗିର ବନ୍ଦ
- melbet_xeOr on ଶ୍ରୀମନ୍ଦୀର ପ୍ରଶାସନ ପକ୍ଷରୁ ୯ସେବାୟତଙ୍କୁ ନୋଟିସ୍ ଜାରି !
- 1win_mcea on ଅବକାରୀ ବିଭାଗର ଚଢାଉ: ଧଳା ପାଉଡ଼ର ଜବତ, ୨ଜଣ ଗିରଫ !
- 1win_frol on ହୃଦରୋଗର ସରଳ ଉପଚାର
- akcii bykmekerskih kontor_uckr on ଆସନ୍ତା ଜାନୁୟାରୀ ୩୧ରେ ଓଡ଼ିଶା ଆସୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ !

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.
Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników. Opierając się na naszym doświadczeniu, platforma wyróżnia się szybkim działaniem i różnorodnością treści. Vavada Polska jest chętnie wybierana w Polsce przez szeroki wybór gier i bonusów.